2 Kings 3:24 — Compare Translations
5 translations compared side by side
Odia - 1840
"ଯେତବେେଳେ ମାୟୋବୀଯମାନେ ଇଶ୍ରାୟେଲୀୟମାନଙ୍କ ଶିବିର ରେ ପହନ୍ଚିଲେ, ଇଶ୍ରାୟେଲୀୟମାନେ ସମାନଙ୍କେୁ ଆକ୍ରମଣ କଲେ। ସମାନେେ ୟୁଦ୍ଧ ଭୂମିରୁ ପଳାଯନ କଲେ। ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେୁ ଘଉଡାଇ ଦଇେ ମାୟୋବ ଭିତରୁ ପ୍ରବେଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟ-ମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୋୟାବୀୟମାନେ ଇସ୍ରାଏଲୀୟମାନଙ୍କ ଶିବିରରେ ପହଞ୍ଚିଲେ, ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ସେମାନେ ଯୁଦ୍ଧ ଭୂମିରୁ ପଳାୟନ କଲେ। ଇସ୍ରାଏଲୀୟ ଲୋକମାନେ ସେମାନଙ୍କୁ ଘଉଡ଼ାଇ ଦେଇ ମୋୟାବ ଭିତକୁ ପ୍ରବେଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।