2 Kings 3:26 — Compare Translations

5 translations compared side by side

Odia - 1840
"ପୁଣି ମାଯାେବର ରାଜା ଦେଖିଲେ ଯେ ୟୁଦ୍ଧ ତାଙ୍କ ପାଇଁ ଅତି ଅସହ୍ଯ ହେଲା। ତେଣୁ ସେ ନିଷ୍ପତ୍ତି କଲେ, ଇଦୋମର ରାଜାଙ୍କୁ ହତ୍ଯାକରି ସମାନଙ୍କେ ଦ୍ବାରା ଭଙ୍ଗାୟିବା, ସେ ତାଙ୍କର 700 ଖଡ୍ଗଧାରୀ ସୈନ୍ଯ ସହିତ ଏହା କରିବାକୁ ଚେଷ୍ଟା କଲେ। କିନ୍ତୁ ସେ ତାହା ଭାଙ୍ଗିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ଼୍‍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋୟାବର ରାଜା ଦେଖିଲେ ଯେ ଯୁଦ୍ଧ ତାଙ୍କ ପାଇଁ ଅତି ଅସହ୍ୟ ହେଲା। ତେଣୁ ସେ ନିଷ୍ପତ୍ତି କଲେ, ଇଦୋମର ରାଜାଙ୍କୁ ହତ୍ୟାକରି ସେମାନଙ୍କ ଦ୍ୱାରା ଭଙ୍ଗାଯିବା, ସେ ତାଙ୍କର 700 ‌‌ଖ‌ଡ଼୍‌ଗଧାରୀ ସୈନ୍ୟ ସହିତ ଏହା କରିବାକୁ ଚେଷ୍ଟା କଲେ। କିନ୍ତୁ ସେ ତାହା ଭାଙ୍ଗିପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।