2 Kings 3:4 — Compare Translations
5 translations compared side by side
Odia - 1840
"ମାୟୋବର ରାଜା ମାଶାେ ମଷୋଧିକାରୀ ଥିଲେ। ସେ ଇଶ୍ରାୟେଲର ରାଜାଙ୍କୁ କରରୂପେ 1,00,000 ମଷେବତ୍ସର ଓ 1,00,000 ମଷେର ଲୋମ ପ୍ରତିବର୍ଷ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଇସ୍ରାଏଲର ବିରୁଦ୍ଧାଚରଣ କରନ୍ତି ମୋୟାବର ରାଜା ମେଶା ମେଷାଧିକାରୀ ଥିଲେ। ସେ ଇସ୍ରାଏଲର ରାଜାଙ୍କୁ କରରୂପେ 100,000 ମେଷବତ୍ସର ଓ 100,000 ମେଷର ଲୋମ ପ୍ରତି ବର୍ଷ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।
Odia IRV 2017 (ଓଡିଆ ବାଇବେଲ)
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।