2 Kings 3:5 — Compare Translations

5 translations compared side by side

Odia - 1840
"ମାତ୍ର ଆହାବ୍ଙ୍କ ମୃତ୍ଯୁପରେ ମାୟୋବର ରାଜା ଇଶ୍ରାୟେଲର ରାଜାଙ୍କ ବିରୁଦ୍ଧାଚରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆହାବଙ୍କର ମୃତ୍ୟୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆହାବଙ୍କ ମୃତ୍ୟୁପରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧାଚରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।