2 Kings 3:6 — Compare Translations
5 translations compared side by side
Odia - 1840
"ସେତବେେଳେ ରାଜା ଯିହାରୋମ୍ ଶମରିଯାରୁ ୟାଇ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏକତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ରାଜା ଯିହୋରାମ୍ ଶମରିୟାରୁ ଯାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।