2 Kings 3:9 — Compare Translations

5 translations compared side by side

Odia - 1840
"ତହୁଁ ଇଶ୍ରାୟେଲର ରାଜା ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତଦିନ ଧରି ୟାତ୍ରା କଲେ। ସମାନଙ୍କେର ସୈନ୍ଯମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାତ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇସ୍ରାଏଲର ରାଜା, ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତ ଦିନ ଧରି ଯାତ୍ରା କଲେ। ସେମାନଙ୍କର ସୈନ୍ୟମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।