2 Kings 4:1 — Compare Translations

5 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତାଗଣ ଦଳର ମଧ୍ଯରୁ ଜଣକର ଭାର୍ୟ୍ଯା ଇଲୀଶାୟଙ୍କ ସମ୍ମୁଖ ରେ ଆସି କ୍ରନ୍ଦନ କରି କହିଲ, ଆପଣଙ୍କର ଦାସ ୟିଏ ମାରେ ସ୍ବାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଟଙ୍କା ଏକ ମନୁଷ୍ଯଠାରୁ କରଜ କରଥିଲେ ଓ ସହେି ମହାଜନ ମାରେ ଦୁଇପୁତ୍ରଙ୍କୁ ଦାସ କରିନବୋକୁ ଆସିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, ଆପଣଙ୍କ ଦାସ ମୋʼ ସ୍ଵାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କ ବିଧବା ଇଲୀଶାୟଙ୍କୁ ସାହାଯ୍ୟ ଭିକ୍ଷା କରନ୍ତି ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”