2 Kings 4:10 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ତୁମ୍ଭକୁ ବିନଯ କରୁଛି, ତୁମ୍ଭମାନେେ ଆମ୍ଭର ଛାତ ଉପରେ ଗୋଟିଏ େଛାଟ କଠାେରୀ ନିର୍ମାଣ କର ଓ ସେଥି ରେ ଗୋଟିଏ ଖଟ, ମଜେ, ଆସନ ଓ ଦୀପରୂଖା ରଖିବ, ତେଣୁ ସେ ଆମ୍ଭମାନଙ୍କ ନିକଟକୁ ଆସିଲା ବେଳେ ସଠାେରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ ଓ ମେଜ ଓ ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭକୁ ବିନୟ କରୁଛି, ତୁମ୍ଭେ ଆମ୍ଭର ଛାତ ଉପରେ ଗୋଟିଏ ଛୋଟ କୋଠରୀ ନିର୍ମାଣ କର ଓ ସେଥିରେ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖିବ, ତେଣୁ ସେ ଆମ୍ଭମାନଙ୍କ ନିକଟକୁ ଆସିଲା ବେଳେ ସେଠାରେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”