2 Kings 4:11 — Compare Translations

5 translations compared side by side

Odia - 1840
"ଦିନେ ଇଲୀଶାୟ ସହେି ସ୍ତ୍ରୀ ଲୋକର ଗୃହକୁ ଆସିଲେ ଓ ସହେି କଠାେରୀ ରେ ୟାଇ ଶଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକି ଯାଇ ଶୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ଇଲୀଶାୟ ସେହି ସ୍ତ୍ରୀଲୋକର ଗୃହକୁ ଆସିଲେ ଓ ସେହି କୋଠରୀରେ ଯାଇ ଶୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।