2 Kings 4:14 — Compare Translations
5 translations compared side by side
Odia - 1840
"ଇଲୀଶାୟ ଗି ହଜେୀକୁ କହିଲେ, ତବେେ ତା' ପାଇଁ କ'ଣ କରାୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀଶାୟ କହିଲେ, ତେବେ ତାହା ପାଇଁ କʼଣ କରାଯିବ? ତହିଁରେ ଗିହେଜୀ ଉତ୍ତର କଲା, ତାହାର ପୁତ୍ର ନାହିଁ ଓ ତାହାର ସ୍ଵାମୀ ବୃଦ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଗିହେଜୀକୁ କହିଲେ, “ତେବେ ତା’ ପାଇଁ କ’ଣ କରାଯିବ?” ଗିହେଜୀ ଉତ୍ତର କଲେ, “ମୁଁ ଜାଣେ ତା’ର ପୁତ୍ର ନାହିଁ ଓ ତା’ର ସ୍ୱାମୀ ବୃଦ୍ଧ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କ’ଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”