2 Kings 4:16 — Compare Translations
5 translations compared side by side
Odia - 1840
"ଇଲୀଶାୟ ସହେି ସ୍ତ୍ରୀ ଲୋକକୁ କହିଲେ, ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବଳକେୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀଶାୟ କହିଲେ, ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ । ଏଥିରେ ସେ ସ୍ତ୍ରୀ କହିଲା, ନା, ହେ ମୋର ପ୍ରଭୋ, ହେ ପରମେଶ୍ଵରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ସେହି ସ୍ତ୍ରୀଲୋକକୁ କହିଲେ, “ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବେଳକୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।” ସ୍ତ୍ରୀଲୋକଟି ଉତ୍ତର କଲା, “ନା, ମହାଶୟ, ହେ ମୋର ପରମେଶ୍ୱରଙ୍କର ଲୋକ, ମୋତେ ମିଥ୍ୟା କୁହନ୍ତୁ ନାହିଁ, ମୁଁ ଆପଣଙ୍କର ଦାସୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”