2 Kings 4:17 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲାପରି, ପର ବସନ୍ତ ଋତୁ ରେ ସେ ଏକ ପୁତ୍ରକୁ ଜନ୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୁନେମୀୟାର ଏକ ପୁତ୍ର ଲାଭ ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।