2 Kings 4:18 — Compare Translations
5 translations compared side by side
Odia - 1840
"ପିଲାଟି ବଢିବାକୁ ଲାଗିଲା। ଦିନେ ସେ କ୍ଷତକେୁ ୟାଇ ଲୋକମାନେ ଓ ତା'ର ପିତା ଶସ୍ଯ କାଟୁଥିଲା ବେଳେ ତାଙ୍କ ନିକଟକୁ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା କତିକି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାଟି ବଢ଼ିବାକୁ ଲାଗିଲା। ଦିନେ ସେ କ୍ଷେତକୁ ଯାଇ ଲୋକମାନେ ଓ ତା’ର ପିତା ଶସ୍ୟ କାଟୁଥିବା ବେଳେ ତାଙ୍କ ନିକଟକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
Recommended Reading