2 Kings 4:19 — Compare Translations
5 translations compared side by side
Odia - 1840
"ପିଲାଟି ତା'ର ପିତାକୁ କହିଲା, ଓଃ, ମାେ ମୁଣ୍ତ ମାେ ମୁଣ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣା ପିତାକୁ କହିଲା, ମୋʼ ମୁଣ୍ତ, ମୋʼ ମୁଣ୍ତ । ତହୁଁ ପିତା ଆପଣା ଦାସକୁ କହିଲା, ତାହାର ମାତା କତିକି ତାହାକୁ ଉଠାଇ ନେଇଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାଟି ତା’ର ପିତାଙ୍କୁ କହିଲା, “ଓଃ, ମୋ’ ମୁଣ୍ତ ମୋ’ ମୁଣ୍ତ।” ତା’ର ପିତା ଗୋଟିଏ ଦାସକୁ କହିଲା, “ପିଲାଟିକୁ ତା’ର ମାତାଙ୍କ ନିକଟକୁ ନେଇଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆପଣା ପିତାଙ୍କୁ କହିଲା, “ମୋ’ ମସ୍ତକ, ମୋ’ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”