2 Kings 4:2 — Compare Translations
5 translations compared side by side
Odia - 1840
"ତହୁଁ ଇଲୀଶାୟ କହିଲେ, ମୁଁ କିପରି ତୁମ୍ଭକୁ ସାହାୟ୍ଯ କରି ପାରିବି? ଏବେ କୁହ, ତୁମ୍ଭ ଘ ରେ କ'ଣ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇଲୀଶାୟ ତାହାକୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି? ମୋତେ କୁହ; ଘରେ ତୁମ୍ଭର କଅଣ ଅଛି? ଏଥିରେ ସେ କହିଲା, ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?” ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”