2 Kings 4:20 — Compare Translations
5 translations compared side by side
Odia - 1840
"ଦାସ ପିଲାଟିକୁ ତା'ର ମାତା ନିକଟକୁ ନଇଗେଲା। ପିଲାଟି ତା'ର ମାତା କୋଳ ରେ ମଧ୍ଯାହ୍ନ ପର୍ୟ୍ଯନ୍ତ ରହି ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାସ ପିଲାଟିକୁ ତା’ର ମାତା ନିକଟକୁ ନେଇଗଲା। ପିଲାଟି ତା’ର ମାତା କୋଳରେ ମଧ୍ୟାହ୍ନ ପର୍ଯ୍ୟନ୍ତ ରହି ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।