2 Kings 4:21 — Compare Translations

5 translations compared side by side

Odia - 1840
"ଏହାପରେ ସ୍ତ୍ରୀ ଲୋକଟି ଉପର କଠାେରୀକୁ ୟାଇ ପରମେଶ୍ବର ଲୋକଙ୍କ ଖଟ ଉପରେ ପୁଅକୁ ଶୁଆଇ ଦଇେ ଦ୍ବାର ବନ୍ଦ କରି ବାହାରକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମାତା ଉପରକୁ ଯାଇ ପରମେଶ୍ଵରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ଵାର ବନ୍ଦ କରି ବାହାରି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକଟି ଇଲୀଶାୟଙ୍କୁ ଦେଖା କରିବାକୁ ଯାଆନ୍ତି ଏହା ପରେ ସ୍ତ୍ରୀଲୋକଟି ଉପର କୋଠରୀକୁ ଯାଇ ପରମେଶ୍ୱରଙ୍କ ଲୋକର ଖଟ ଉପରେ ପୁଅକୁ ଶୁଆଇ ଦେଇ ଦ୍ୱାର ବନ୍ଦ କରି ବାହାରକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।