2 Kings 4:22 — Compare Translations

5 translations compared side by side

Odia - 1840
"ସେ ସ୍ତ୍ରୀ ଲୋକଟି ତା'ର ସ୍ବାମୀକୁ ଡାକି କହିଲା, ମୁଁ ବିନଯ କରୁଛି, ଦାସମାନଙ୍କ ମଧ୍ଯରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମାେ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ବରଙ୍କ ଲୋକ ଇଲୀଶାୟକୁ ଶୀଘ୍ର ଆଣି ଫରେି ଆସିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ସ୍ଵାମୀକି ଡାକି କହିଲା, ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭରୁ ଗୋଟିଏ ମୋʼ କତିକି ପଠାଇଦିଅ, ମୁଁ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ତ୍ରୀଲୋକଟି ତା’ର ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମୋ’ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଶୀଘ୍ର ଆଣି ଫେରି ଆସିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋ’ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”