2 Kings 4:23 — Compare Translations

5 translations compared side by side

Odia - 1840
"ଏଥି ରେ ତା'ର ସ୍ବାମୀ କହିଲା, ତୁମ୍ଭେ କାହିଁକି ଆଜି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ୟିବ? ଆଜିତ ଅମାବାସ୍ଯା ନୁହେଁ କି ବିଶ୍ରାମବାର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ । ଏଥିରେ ସେ କହିଲା, ଭଲ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ତା’ର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ଆଜି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ଯିବ? ଆଜିତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ତହୁଁ ତାଙ୍କ ସ୍ତ୍ରୀ କହିଲା, “ତୁମ୍ଭେ ବ୍ୟସ୍ତ ହୁଅ ନାହିଁ, ସବୁ ଠିକ୍ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”