2 Kings 4:24 — Compare Translations

5 translations compared side by side

Odia - 1840
"ତା'ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସବେକକୁ କହିଲେ, ଦ୍ରୁତଗତି ରେ ଗର୍ଦ୍ଦଭକୁ ଚଲାଅ ଓ ମାରେଆଦେଶ ନ ପାଇବା ପର୍ୟ୍ଯନ୍ତ ଗତି ଧୀର କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଗର୍ଦ୍ଦଭ ସଜାଇ ଆପଣା ଦାସକୁ କହିଲା, ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଳାଇବାରେ ଢିଲା ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସେବକକୁ କହିଲେ, “ଦ୍ରୁତଗତିରେ ଗର୍ଦ୍ଦଭକୁ ଚଲାଅ ଓ ମୋର ଆଦେଶ ନ ପାଇବା ପର୍ଯ୍ୟନ୍ତ ଗତି ଧୀର କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋ’ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”