2 Kings 4:25 — Compare Translations

5 translations compared side by side

Odia - 1840
"ଏହିରୂପେ ସେ କର୍ମିଲ ପର୍ବତ ରେ ପହଞ୍ଚି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟରେ ପହୁଞ୍ଚିଲା । ତହିଁରେ ପରମେଶ୍ଵରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକି କହିଲେ, ଦେଖ, ହେଇଟି ଶୁନେମୀୟା;
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;