2 Kings 4:28 — Compare Translations
5 translations compared side by side
Odia - 1840
"ତା'ପରେ ସ୍ତ୍ରୀ ଲୋକଟି କହିଲା, ଗୁରୁ, ମୁଁ କ'ଣ ପୁତ୍ର ମାଗିଥିଲି? ମୁଁ କି କହିନଥିଲି, ' ମାେତେ ପ୍ରତାରଣା କରନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ କହିଲା, ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ତ୍ରୀଲୋକଟି କହିଲା, “ଗୁରୁ, ମୁଁ କ’ଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା କର ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ କହିଲା, “ମୋ’ ପ୍ରଭୁଙ୍କୁ ମୁଁ କ’ଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା ନ କର?’”