2 Kings 4:3 — Compare Translations

5 translations compared side by side

Odia - 1840
"ତା'ପରେ ଇଲୀଶାୟ କହିଲେ, ୟାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡିଏ ଧାର ଆଣ। ସମାନଙ୍କେର ଅନକେ ଶୂନ୍ଯ ପାତ୍ର ଥିବ। ସଗେୁଡିକୁ ସବୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ କହିଲେ, “ଯାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡ଼ିକ ଧାର କରି ଆଣ। ସେମାନଙ୍କର ଅନେକ ଶୂନ୍ୟ ପାତ୍ର ଥିବ, ସେଗୁଡ଼ିକୁ ସବୁ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।