2 Kings 4:30 — Compare Translations
5 translations compared side by side
Odia - 1840
"ଏଥି ରେ ବାଳକର ମାଆ କହିଲା, ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ଆପଣଙ୍କୁ ଛାଡିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବାଳକର ମାତା କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।