2 Kings 4:31 — Compare Translations
5 translations compared side by side
Odia - 1840
"ଗି ହଜେୀ ଇଲୀଶାୟ ଓ ଶୁନମେୀୟା ସ୍ତ୍ରୀ ପହଞ୍ଚିବା ପୂର୍ବରୁ ସ୍ତ୍ରୀ ଲୋକଟିର ଘ ରେ ପହଁଞ୍ଚିଲା। ସେ ଆଶାବାଡିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶଦ୍ଦ ହେଲାନାହିଁ। ତା'ପରେ ଗି ହଜେୀ ଫରେିଆସି ଇଲୀଶାୟଙ୍କୁ ଭଟେି ଜଣାଇଲା, ବାଳକଟି ଉଠିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ । ଏହେତୁ ଗିହେଜୀ ଇଲୀଶାୟଙ୍କୁ ଭେଟିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, ବାଳକ ଜାଗି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଓ ଶୁନେମୀୟା ପହଞ୍ଚିବା ପୂର୍ବରୁ ଗିହେଜୀ ସ୍ତ୍ରୀଲୋକଟିର ଘରେ ପହଞ୍ଚିଲା। ସେ ଆଶାବାଡ଼ିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶବ୍ଦ ହେଲା ନାହିଁ। ତା’ପରେ ଗିହେଜୀ ଫେରି ଆସି ଇଲୀଶାୟଙ୍କୁ ଭେଟି ଜଣାଇଲା, “ବାଳକଟି ଉଠିଲା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”