2 Kings 4:32 — Compare Translations
5 translations compared side by side
Odia - 1840
"ଅନନ୍ତର ଇଲୀଶାୟ ଗୃହ ମଧିଅରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥା ରେ ଶୟ୍ଯା ଉପରେ ଶାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶୁନେମୀୟାର ପୁତ୍ର ପୁନର୍ଜୀବନ ଲାଭ କଲା ଅନନ୍ତର ଇଲୀଶାୟ ଗୃହ ମଧ୍ୟରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥାରେ ଶଯ୍ୟା ଉପରେ ଶୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।