2 Kings 4:33 — Compare Translations

5 translations compared side by side

Odia - 1840
"ତତ୍ପରେ ଇଲୀଶାୟ ଗୃହର ଦ୍ବାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧିଅରେ ରହିଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଭିତରକୁ ଯାଇ ଆପେ ଓ ବାଳକ ଉଭୟେ ରହି ଦ୍ଵାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଇଲୀଶାୟ ଗୃହର ଦ୍ୱାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧ୍ୟରେ ରହିଲେ। ତା’ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।