2 Kings 4:34 — Compare Translations

5 translations compared side by side

Odia - 1840
"ଇଲୀଶାୟ ଶୟ୍ଯା ଉପରକୁ ୟାଇ ବାଳକଟିର ଉପରେ ଶଯନ କଲେ। ପୁଣି ତାହାର ମୁଖ ଉପରେ ଆପଣା ମୁଖ, ତାହାର ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହାର ହାତ ଉପରେ ଆପଣା ହାତ ରଖିଲେ। ବାଳକର ଶରୀରଟି ଉଷ୍ନ ହବୋ ପର୍ୟ୍ଯନ୍ତ ସେ ତାହା ଉପରେ ନିଜକୁ ଲମ୍ବଇେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ଵମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଶଯ୍ୟା ଉପରକୁ ଯାଇ ବାଳକଟିର ଉପରେ ଶୟନ କଲେ। ପୁଣି ତାହାର ମୁଖ ଉପରେ ଆପଣା ମୁଖ, ତାହାର ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହାର ହାତ ଉପରେ ଆପଣା ହାତ ରଖିଲେ। ବାଳକର ଶରୀରଟି ଉଷ୍ଣ ହେବା ପର୍ଯ୍ୟନ୍ତ ସେ ତାହା ଉପରେ ନିଜକୁ ଲମ୍ବେଇ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।