2 Kings 4:35 — Compare Translations

5 translations compared side by side

Odia - 1840
"ତା'ପରେ ଇଲୀଶାୟ ଉଠିପଡି ଗୃହ ମଧିଅରେ ଏଣେ ତଣେେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡିଲେ। ଏଥି ରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖାଲିେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ଵମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ ଉଠିପଡ଼ି ଗୃହ ମଧ୍ୟରେ ଏଣେ ତେଣେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡ଼ିଲେ। ଏଥିରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖୋଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।