2 Kings 4:36 — Compare Translations
5 translations compared side by side
Odia - 1840
"ଇଲୀଶାୟ ତାଙ୍କର ଦାସ ଗି ହଜେୀକୁ ଡାକି କହିଲେ, ଶୁନମେୀୟାକୁ ଡାକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଗିହେଜୀକି ଡାକି କହିଲେ, ସେହି ଶୁନେମୀୟାକୁ ଡାକ । ତହୁଁ ସେ ତାହାକୁ ଡାକିଲା । ଆଉ ସେ ତାଙ୍କ କତିକି ଆସନ୍ତେ, ସେ କହିଲେ, ତୁମ୍ଭ ପୁତ୍ରକୁ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ତାଙ୍କର ଦାସ ଗିହେଜୀକୁ ଡାକି କହିଲେ, “ଶୁନେମୀୟାକୁ ଡାକ।” ଗିହେଜୀ ଶୁନେମୀୟାକୁ ଡାକିବାରୁ ସେ ଇଲୀଶାୟ ନିକଟକୁ ଆସିଲେ। ତହୁଁ ଇଲୀଶାୟ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”