2 Kings 4:37 — Compare Translations

5 translations compared side by side

Odia - 1840
"ତତ୍ପରେ ଶୁନମେୀୟା ଗୃହ ମଧିଅରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡିଲେ ଓ ତା'ପରେ ପୁଅକୁ ଧରି ବାହାରକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଶୁନେମୀୟା ଗୃହ ମଧ୍ୟରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡ଼ିଲେ ଓ ତା’ପରେ ପୁଅକୁ ଧରି ବାହାରକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।