2 Kings 4:38 — Compare Translations
5 translations compared side by side
Odia - 1840
"ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, ଏକ ବଡ଼ ହଣ୍ତା ବସାଇ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ନିମନ୍ତେ ବ୍ୟଞ୍ଜନ ପାକ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଓ ବିଷାକ୍ତ ପାକ ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”