2 Kings 4:40 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତବେେଳେ ସମାନେେ ଭୋଜନ କରିବାକୁ ଆରମ୍ଭ କଲେ, ସମାନେେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, ହେ ପରମେଶ୍ବରଙ୍କ ଲୋକ, ହଣ୍ତା ରେ ବିଷ ଅଛି। ତେଣୁ ସମାନେେ ସେ ଖାଦ୍ୟ ଖାଇ ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ । ପୁଣି ଲୋକମାନେ ସେହି ବ୍ୟଞ୍ଜନ ଭୋଜନ କରୁ କରୁ ଡାକ ପକାଇ କହିଲେ, ହେ ପରମେଶ୍ଵରଙ୍କ ଲୋକ, ହଣ୍ତାରେ ମୃତ୍ୟୁ ଅଛି । ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତେବେଳେ ସେମାନେ ଭୋଜନ କରିବାକୁ ଆରମ୍ଭ କଲେ, ସେମାନେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ବିଷ ଅଛି।” ତେଣୁ ସେମାନେ ସେ ଖାଦ୍ୟ ଖାଇ ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।