2 Kings 4:42 — Compare Translations
5 translations compared side by side
Odia - 1840
"ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଲ୍-ଶାଲିଶାରୁ ଜଣେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୋଟୀ, ଅର୍ଥାତ୍, କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା । ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଭବିଷ୍ୟଦ୍ବକ୍ତାଗଣଙ୍କୁ ଖୁଆଇଲେ ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”