2 Kings 4:43 — Compare Translations

5 translations compared side by side

Odia - 1840
"ତହୁଁ ଇଲୀଶାୟଙ୍କ ସବେକ କହିଲା, ଏଠା ରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାଙ୍କ ଦାସ କହିଲା, କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି? ମାତ୍ର ସେ କହିଲେ, ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ସେମାନେ ଭୋଜନ କରିବେ ଓ ତହିଁରୁ ଉଚ୍ଛିଷ୍ଟ ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇଲୀଶାୟଙ୍କ ସେବକ କହିଲା, “ଏଠାରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦେବି?” ମାତ୍ର ଇଲୀଶାୟ କହିଲେ, “ଏହି ଖାଦ୍ୟ ସେମାନଙ୍କୁ ଦିଅ। କାରଣ ସଦାପ୍ରଭୁ କହନ୍ତି, ‘ସେମାନେ ଭୋଜନ କରିବେ, ତଥାପି ଖାଦ୍ୟ ବଳିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାଙ୍କ ଦାସ କହିଲା, “କ’ଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”