2 Kings 4:44 — Compare Translations

5 translations compared side by side

Odia - 1840
"ତା'ପରେ ଇଲୀଶାୟଙ୍କ ସବେକ ସହେି ଲୋକମାନଙ୍କ ସମ୍ମୁଖ ରେ ଖାଦ୍ୟ ରଖିଲେ। ସମାନେେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଉଚିଷ୍ଟ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଉଚ୍ଛିଷ୍ଟ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।