2 Kings 4:5 — Compare Translations
5 translations compared side by side
Odia - 1840
"ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀ ଲୋକଟି ନିଜ ଘରକୁ ଆସି ଘରର ଦ୍ବାର ବନ୍ଦ କଲା। ସେ ଘର ଭିତ ରେ ସେ ଓ ତା'ର ଦୁଇପୁତ୍ର ମାତ୍ର ରହିଲେ। ତା'ର ପୁତ୍ରମାନେ ପାତ୍ରଗୁଡିକୁ ଆଣିଲେ ଓ ସେ ସେଥି ରେ ତୈଳ ଢାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସ୍ତ୍ରୀ ତାଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ଵାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀଲୋକଟି ନିଜ ଘରକୁ ଆସି ଘରର ଦ୍ୱାର ବନ୍ଦ କଲା। ଘର ଭିତରେ ସେ ଓ ତା’ର ଦୁଇପୁତ୍ର ମାତ୍ର ରହିଲେ। ତା’ର ପୁତ୍ରମାନେ ପାତ୍ରଗୁଡ଼ିକୁ ଆଣିଲେ ଓ ସେ ସେଥିରେ ତୈଳ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।