2 Kings 4:6 — Compare Translations

5 translations compared side by side

Odia - 1840
"ସେ ଅନକେ ପାତ୍ର ପୂର୍ଣ କଲା। ଶଷେ ରେ ତା'ର ପୁଅମାନଙ୍କୁ କହିଲା, ମାେତେ ଆଉ ଗୋଟିଏ ପାତ୍ର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପାତ୍ରସବୁ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, ଆଉ ଗୋଟିଏ ପାତ୍ର ମୋʼ କତିକି ଆଣ । ଏଥିରେ ସେ ତାହାକୁ କହିଲା, ଆଉ ପାତ୍ର ନାହିଁ । ତହିଁରେ ତୈଳ ବନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅନେକ ପାତ୍ର ପୂର୍ଣ୍ଣ କଲା। ଶେଷରେ ତା’ର ପୁଅମାନଙ୍କୁ କହିଲା, “ମୋତେ ଆଉ ଗୋଟିଏ ପାତ୍ର ଦିଅ।” ମାତ୍ର ପୁଅମାନଙ୍କ ମଧ୍ୟରୁ ଗୋଟିଏ ପୁଅ କହିଲା ସମସ୍ତ ପାତ୍ର ପୂର୍ଣ୍ଣ ହୋଇଅଛି, “ଆଉ କୌଣସି ପାତ୍ର ନାହିଁ।” ସେହି ସମୟରେ ସେ ପାତ୍ରରୁ ତୈଳ ବନ୍ଦ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋ’ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।