2 Kings 4:7 — Compare Translations

5 translations compared side by side

Odia - 1840
"ତା'ପରେ ସ୍ତ୍ରୀ ଲୋକଟି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, ଏବେ ୟାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶାଧେ କର ଓ ଅବଶିଷ୍ଟ ଅର୍ଥ ରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ସ୍ତ୍ରୀ ଆସି ପରମେଶ୍ଵରଙ୍କ ଲୋକଙ୍କୁ ତାହା ଜଣାଇଲା । ଏଥିରେ ସେ କହିଲେ, ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଦିନାତିପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ତ୍ରୀଲୋକଟି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, “ଏବେ ଯାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶୋଧ କର ଓ ଅବଶିଷ୍ଟ ଅର୍ଥରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।”