2 Kings 4:8 — Compare Translations

5 translations compared side by side

Odia - 1840
"ଏକଦା ଇଲୀଶାୟ ଶୁନମେକୁ ଗଲେ। ସଠାେରେ ଏକ ମହତ୍ବପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନି ଭୋଜନ ଦବୋକୁ ବୁଲାଇଲା। ଏହାପରେ ଇଲୀଶାୟ ଯେତେଥର ସହେି ବାଟ ଦଇେ ଗଲେ େସତେଥର ସଠାେରେ ଅନ୍ନ ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦିନକରେ ଇଲୀଶାୟ ଶୁନେମକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନଭୋଜନ ନିମନ୍ତେ ବଳାଇଲା । ଏଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନଭୋଜନ ନିମନ୍ତେ ସେଠାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୁନେମର ଜଣେ ସ୍ତ୍ରୀଲୋକ ଇଲୀଶାୟଙ୍କୁ ଏକ କୋଠରୀ ଦିଅନ୍ତି ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।