2 Kings 4:9 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ଲୋକଟି ଦିନେ ତା'ର ସ୍ବାମୀକୁ କହିଲେ, ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟକୁ ଦଇେ ସର୍ବଦା ୟାତାଯାତ କରୁଛି, ସେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ସ୍ତ୍ରୀ ଆପଣା ସ୍ଵାମୀକୁ କହିଲା, ଦେଖ, ମୁଁ ବୋଧ କରୁଅଛି, ଏହି ଯେ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ଵରଙ୍କର ଏକ ପବିତ୍ର ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକଟି ଦିନେ ତା’ର ସ୍ୱାମୀକୁ କହିଲେ, “ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟ ଦେଇ ସର୍ବଦା ଯାତାୟାତ କରୁଛନ୍ତି, ସେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।