2 Kings 5:1 — Compare Translations
5 translations compared side by side
Odia - 1840
"ଅରାମୀଯ ରାଜାଙ୍କର ନାମାନ୍ ନାମ ରେ ଜଣେ ସନୋପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ବପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାୟ୍ଯ ରେ ଅରାମୀଯମାନଙ୍କୁ ବିଜଯ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ୍ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ ଚର୍ମ ରୋଗ ରେ ଆକ୍ରାନ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ଵାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ ।
Odia Bible ERV 2004 (ପବିତ୍ର ବାଇବଲ)
ନାମାନଙ୍କ ସମସ୍ୟା ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା’ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
Odia IRV 2017 (ଓଡିଆ ବାଇବେଲ)
ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।