2 Kings 5:10 — Compare Translations

5 translations compared side by side

Odia - 1840
"ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, ୟାଅ, ୟର୍ଦ୍ଦନ ନଦୀ ରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହବେ ଓ ତୁମ୍ଭେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାକୁ କହିଲେ, ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, “ଯାଅ, ଯର୍ଦ୍ଦନ ନଦୀରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”