2 Kings 5:11 — Compare Translations

5 translations compared side by side

Odia - 1840
"ମାତ୍ର ନାମାନ୍ କ୍ରୁଦ୍ଧ ହାଇେ ଗ୍ଭଲିଗଲେ। ସେ କହିଲେ ମୁଁ ଭାବିଥିଲି ସେ ବାହାରି ଆସି ଥାଆନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମ ରେ ଡାକି ଥାଆନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମାେତେ ଆରୋଗ୍ୟ କରିଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ କତିକି ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ଵରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ’ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।