2 Kings 5:12 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଜଳ ଅପେକ୍ଷା ଦମ୍ମେଶକର ଓ ପର୍ପର ନଦୀଗଣର ଜଳ ଅଧିକ ଭଲ ନୁହେଁ କି? ମୁଁ ଦମ୍ମେଶକର ସେ ନଦୀ ରେ ସ୍ନାନ କରି କାହିଁକି ଶୁଚି ନ ହବେି? ତେଣୁ ସେ ରାଗି ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି? ଏଣୁ ସେ ଫେରି କ୍ରୋଧରେ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଜଳ ଅପେକ୍ଷା ଦମ୍ମେଶକର ଅବାନା ଓ ପର୍ପର ନଦୀଗଣର ଜଳ ଅଧିକ ଭଲ ନୁହେଁ କି? ମୁଁ ଦମ୍ମେଶକର ସେ ନଦୀରେ ସ୍ନାନ କରି କାହିଁକି ଶୁଚି ନ ହେବି?” ତେଣୁ ସେ ରାଗି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।