2 Kings 5:14 — Compare Translations
5 translations compared side by side
Odia - 1840
"ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପରମେଶ୍ଵରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନାମାନ୍ ପରମେଶ୍ୱରଙ୍କ ଲୋକର ବାକ୍ୟାନୁସାରେ ଗଲେ ଓ ଯର୍ଦ୍ଦନ ନଦୀରେ ନିଜକୁ ସାତଥର ବୁଡ଼ାଇଲେ। ଏଥିରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ୟ କୋମଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।