2 Kings 5:16 — Compare Translations

5 translations compared side by side

Odia - 1840
"ମାତ୍ର ଇଲୀଶାୟ କହିଲେ, ମୁଁ ସଦାପ୍ରଭୁଙ୍କ ସବୋ କରୁଛି। ମୁଁ ଶପଥ କରି କହୁଛି ସଦାପ୍ରଭୁଙ୍କ ଜୀବିତ ଥିବା ପ୍ରମାଣେ ମୁଁ କୌଣସି ଉପହାର ଗ୍ରହଣ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ କହିଲେ, ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ । ତହୁଁ ସେ ତାହା ଗ୍ରହଣ କରିବା ପାଇଁ ତାଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ନାସ୍ତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇଲୀଶାୟ କହିଲେ, “ମୁଁ ସଦାପ୍ରଭୁଙ୍କ ସେବା କରୁଛି। ମୁଁ ଶପଥ କରି କହୁଛି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ କୌଣସି ଉପହାର ଗ୍ରହଣ କରିବି ନାହିଁ।” ନାମାନ୍ ତାଙ୍କୁ ବହୁତ ଅନୁରୋଧ କଲେ ମଧ୍ୟ ସେ ମନା କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।