2 Kings 5:17 — Compare Translations
5 translations compared side by side
Odia - 1840
"ଏଥି ରେ ନାମାନ୍ କହିଲେ, ଆପଣ ଏହା ଯଦି ସ୍ବୀକାର ନ କରନ୍ତି, ତବେେ ମୁଁ ବିନଯ କରୁଛି, ମାେ ପାଇଁ ଏହା କର। ଆପଣଙ୍କ ଏ ଦାସକୁ ଦୁଇ ଖଚରର ଭାରମାଟି ଦିଆଯାଉ। କାରଣ ଆଜି ପର୍ୟ୍ଯନ୍ତ ଆପଣଙ୍କ ଏ ଦାସ ସଦାପ୍ରଭୁଙ୍କ ବ୍ଯତୀତ ଆଉ କୌଣସି ଦବେତା ଉଦ୍ଦେଶ୍ଯ ରେ ବଳିଦାନ କି ହାମବେଳି ଉତ୍ସର୍ଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନାମାନ୍ କହିଲା, ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର-ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ନାମାନ୍ କହିଲେ, “ଆପଣ ଏହା ଯଦି ସ୍ୱୀକାର ନ କରନ୍ତି, ତେବେ ମୁଁ ବିନୟ କରୁଛି, ମୋ’ ପାଇଁ ଏହା କରନ୍ତୁ। ଆପଣଙ୍କ ଏ ଦାସକୁ ଦୁଇ ଖଚରର ଭାରମାଟି ଦିଆଯାଉ। କାରଣ ଆଜି ପର୍ଯ୍ୟନ୍ତ ଆପଣଙ୍କ ଏ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ବଳିଦାନ କି ହୋମବଳି ଉତ୍ସର୍ଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।