2 Kings 5:18 — Compare Translations

5 translations compared side by side

Odia - 1840
"ଏହା ପାଇଁ ସଦାପ୍ରଭୁ ମାେତେ କ୍ଷମା କରି ପାରନ୍ତି: ମାରେପ୍ରଭୁ ରିମ୍ମୋଣ ମନ୍ଦିର ରେ ପୂଜା କରିବା ପାଇଁ ୟିବା ବେଳେ ମାେ ଉପରେ ନତ ହବେେ, ତେଣୁ ମୁଁ ମଧ୍ଯ ରିମ୍ମୋଣ ମନ୍ଦିର ରେ ପ୍ରଣାମ କରିବି, ଯେତବେେଳେ ସେ ପ୍ରଣାମ କରନ୍ତି। ସଦାପ୍ରଭୁ ମାେତେ କ୍ଷମା କରିପାରନ୍ତି ଯେତବେେଳେ ଏହା ଘଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପାଇଁ ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି: ମୋର ପ୍ରଭୁ ରିମ୍ମୋଣ ମନ୍ଦିରରେ ପୂଜା କରିବା ପାଇଁ ଯିବା ବେଳେ ମୋ’ ଉପରେ ନତ ହେବେ, ତେଣୁ ମୁଁ ମଧ୍ୟ ରିମ୍ମୋଣ ମନ୍ଦିରରେ ପ୍ରଣାମ କରିବି, ଯେତେବେଳେ ସେ ପ୍ରଣାମ କରନ୍ତି। ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି ଯେତେବେଳେ ଏହା ଘଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋ’ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋ’ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”