2 Kings 5:19 — Compare Translations

5 translations compared side by side

Odia - 1840
"ତା'ପରେ ଇଲୀଶାୟ ନାମାନ୍କୁ କହିଲେ, ଶାନ୍ତି ରେ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇଲୀଶାୟ ତାହାକୁ କହିଲେ, କୁଶଳରେ ଯାଅ । ତହୁଁ ସେ ତାଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ ନାମା‌ନଙ୍କୁ କହିଲେ, “ଶାନ୍ତିରେ ଯାଅ।” ତେଣୁ ନାମାନ୍ ଇଲୀଶାୟଙ୍କୁ ଛାଡ଼ି ଅଳ୍ପଦୂର ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।